Carte Muthae Byanga O Chenae Hasa Ananta Charan Behera

Muthae Byanga O Chenae Hasa

Limbă: oriya
Legare: Carte broșată
Disponibilitate: În depozitul extern
Expediem în 14-21 zile
88.29 lei
"ପ୍ରତ୍ୟେକ ଭାଷା ସାହିତ୍ୟରେ ନବରସର ଅବତାରଣା ପାଠକର ମାନସିକତାକୁ କରେ ପ୍ରଭାବିତ ଓ ତଦନୁସାରେ ପାଠକ ପାଏ ସାହିତ୍ୟ ମହା...

Informații despre carte

Limbă
oriya
Legare
Carte - Carte broșată
Publicat
2026
Pagini
202
EAN
9781645608127
ISBN
1645608123
Enbook ID
50425154
Greutate
241
Dimensiuni
140 x 216 x 12

Descriere completă

"ପ୍ରତ୍ୟେକ ଭାଷା ସାହିତ୍ୟରେ ନବରସର ଅବତାରଣା ପାଠକର ମାନସିକତାକୁ କରେ ପ୍ରଭାବିତ ଓ ତଦନୁସାରେ ପାଠକ ପାଏ ସାହିତ୍ୟ ମହାସାଗରରୁ ଆନନ୍ଦ ରୂପକ ମୁକ୍ତାର ଅମୂଲ୍ୟ ବିଭବ । ବ୍ୟଙ୍ଗ ସାହିତ୍ୟ ତନ୍ମଧ୍ୟରୁ ଏକ ରୂପେ ନାମିତ କରାଯାଏ । ଏହି ପରିପ୍ରେକ୍ଷୀରେ ସୁସାହିତ୍ୟିକ କବିସୂର୍ଯ୍ୟ ବଳଦେବ ରଥ ଓ କବି ରବି ସିଂ ଆଦିଙ୍କର ଅନେକ ଉଦାହରଣ ଦେଖିବାକୁ ମିଳେ ।

ନିଜ ସମ୍ପର୍କରେ ଏ ବିଷୟରେ ଦୁଇପଦ କହିବାକୁ ଚାହିଁବି ସହୃଦୟ ମୋର ପ୍ରିୟ ପାଠକମାନଙ୍କ ଆଗରେ । ମନେପଡେ, ମୋର ଛାତ୍ର ଜୀବନରୁ ଏହିପରି କବିତା ପ୍ରତି ଏକ ଆକର୍ଷଣ ମତେ କେମିତି ଅଜାଣତରେ ମନ୍ତ୍ରମୁଗ୍ଧ କରିଥିଲା । ଅବଶ୍ୟ ନିରବଛିନ୍ନ ଭାବରେ ମୁଁ ତା'ର ସଦବ୍ୟବହାର କରିପାରିନାହିଁ ବିଭିନ୍ନ ପାରିବାରିକ ଓ ଚାକିରି ଜୀବନରେ ସମସ୍ୟା ବହୁଳତା ମଧ୍ୟରେ । ତେବେ ବିଭିନ୍ନ ବ୍ୟକ୍ତି, ବସ୍ତୁ ଓ ପରିସ୍ଥିତିର ଆଧାରରେ ଭିନ୍ନ ଭିନ୍ନ ସମୟରେ ଲେଖା, ବ୍ୟଙ୍ଗ କବିତା ସଂକଳନଟି ଆଜି ମୋର ପ୍ରିୟ ପାଠକ ପାଠିକାମାନଙ୍କୁ ଅର୍ପଣ କରିବାର ମନସ୍କତାକୁ ଏଡାଇ ପାରୁନାହିଁ । ଏଥିରୁ କେତେକ କବିତା 'ଅମୃତାୟନ', 'ପଶ୍ଚିମା', 'ସମାରୋହ' ଆଦି ପ୍ରତିଷ୍ଠିତ ପତ୍ରିକାମାନଙ୍କରେ ପ୍ରକାଶିତ ହୋଇଛି ।"

Clienții care au cumpărat această carte au mai cumpărat și

84.05 lei
84.25 lei
56.50 lei

Little Known England

Harold Donaldson Eberlein
124.21 lei
45.40 lei

Global Pharmaceuticals

Adriana Petryna
699.99 lei

Fire In The Turtle House

Osha Gray Davidson
100.90 lei
531.17 lei